Explore

Search

April 24, 2025 3:37 pm

Genres

ଏପ୍ରିଲ ୨ରୁ ଆରମ୍ଭ ହେବ ଖଡିଛୁଆଁ ଉତ୍ସବ

ଏପ୍ରିଲ ୨ରୁ ଆରମ୍ଭ ହେବ ଖଡିଛୁଆଁ ଉତ୍ସବ

ଓଡ଼ିଶାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ହେବ ସୁଦୃଢ଼ l ଏହି ବିଦ୍ୟାଳୟ ମାନଙ୍କରେ ପଢୁଥିବା ବିଦ୍ୟାର୍ଥୀଙ୍କୁ ମିଳିବ ଗୁଣାତ୍ମକ ଶିକ୍ଷା। ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ହେବାକୁ ଯାଉଥିବାବେଳେ ସମସ୍ତ ବିଦ୍ୟାଳୟରେ ଆରମ୍ଭ ହେବ ଶିଶୁ ବାଟିକା। ଆସନ୍ତା ଶିକ୍ଷାବର୍ଷ ତଥା ଏପ୍ରିଲ ୨ରୁ ଅନୁଷ୍ଠିତ ହେବାକୁ ଯାଉଥିବା ପ୍ରବେଶ ଉତ୍ସବ ଓ ଖଡିଛୁଆଁ ନିମନ୍ତେ ଛାତ୍ରଛାତ୍ରୀଙ୍କ ପରିବାରକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଦତ୍ତ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଉଛି। ଏହାର ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ବିଭିନ୍ନ ଜିଲ୍ଲାରେ ଅଧିକାରୀମାନେ ତତ୍ପରତା ପ୍ରକାଶ କରିଛନ୍ତି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score