ଦିନକୁ ଦିନ ବଢିଚାଲିଛି ରୌଦ୍ରତାପ l ତେଣୁ ଏହାକୁ ଦୃଷ୍ଟିରେ ରଖି ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ୍ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । ଦିନ ୧୧ରୁ ଅପରାହ୍ନ ୩ଟା ଶ୍ରମିକଙ୍କୁ କାମ କରାଇବା ମନା। ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ଚାଲିବ ଅଙ୍ଗନବାଡ଼ି କେନ୍ଦ୍ର । ଅଘୋଷିତ ବିଜୁଳି କାଟ ହେବନି କହିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 73