ଓଡ଼ିଶାକୁ କେନ୍ଦ୍ର ସରକାର ପକ୍ଷରୁ ମିଳିଛି ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଖୋର୍ଦ୍ଧାରେ ଖୋଲିବାକୁ ଯାଉଛି ଜାତୀୟ ଫରେନସିକ୍ ସାଇନ୍ସ ବିଶ୍ୱବିଦ୍ୟାଳୟ l ଏହା ଓଡ଼ିଶାରେ ଖୋଲିବ ବୋଲି କେନ୍ଦ୍ର ସରକାରଙ୍କ ସ୍ତରରେ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏନେଇ କୃତଜ୍ଞତା ଜଣାଇଛନ୍ତି ରାଜ୍ଯସରକାର l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 56