Explore

Search

July 15, 2025 3:02 am

Genres

ଜୁନ ୩୦ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାକୁ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା l ଜୁଲାଇ ୧୦ ଯାଏ ୯୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ୩୨୩୨ ଛାତ୍ରଛାତ୍ରୀ l ମାଧ୍ୟମିକ ଶିକ୍ଷା ବୋର୍ଡ ୱେବ୍‌ସାଇଟ୍‌ରେ ଆଡମିଟ କାର୍ଡ ଉପଲବ୍ଧ ହେବ l ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟର ୧୦ ହଜାର ୮୦୯ ପିଲା ଦେବେ ପରୀକ୍ଷା l ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପିଲାଙ୍କ ପାଇଁ ହୋଇଛି ୧୦୩ଟି କେନ୍ଦ୍ର ହୋଇଥିବା ବେଳେ ସେମାନଙ୍କ ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ୱେବ୍‌ସାଇଟ୍‌ରେ ଆଡମିଟ କାର୍ଡ ଉପଲବ୍ଧ ହେବ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score