Explore

Search

April 23, 2025 5:09 pm

Genres

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ରାଜ୍ଯରେ ଥିବା ସମସ୍ତ ଉଚ୍ଚ ବିଦ୍ୟାଳୟ ମାନଙ୍କରେ ଅଧ୍ୟୟନରତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ l ପୂର୍ବରୁ କେବଳ ଏହା ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଦିଆଯାଉଥିଲା l ତେବେ ଏହାକୁ ନେଇ ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ଜାରି ହୋଇଛି l ଏଥିପାଇଁ ରାଜ୍ୟ ସରକାର ମୋଟ ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ l ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ ଓ ପିଲାମାନଙ୍କୁ ସୁଷମ ଖାଦ୍ୟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score