Explore

Search

June 14, 2025 4:55 pm

Genres

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ ୨୦୨୫

ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୫ ରେଜଲ୍ଟ ମଙ୍ଗଳବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଫଳାଫଳ ପୁସ୍ତକ ଉନ୍ମୋଚିତ ହୋଇଛି। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ ଓଜେଇଇ-୨୦୨୫ ରେଜଲ୍ଟ ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ଜାଣିବା ପାଇଁ ojee.nic.in ୱେବ୍‌ସାଇଟ୍‌ ମାଧ୍ୟମରେ ନିଜର ରାଙ୍କ କାର୍ଡ ପାଇପାରିବେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score