Explore

Search

August 6, 2025 6:34 pm

Genres

ରାଜ୍ୟର ଅପହଞ୍ଚ ଇଲାକାରେ ହେବ ୮୩୫ଟି ଆଦର୍ଶ ବିଦ୍ୟାଳୟ : ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷାକୁ ସୁଦୃଢ କରିବା ପାଇଁ ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ଟି ଆଦର୍ଶ ବିଦ୍ୟାଳୟ, ଏହାକୁ ନେଇ ସୂଚନା ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା କରିଥିବା ବେଳେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ସୂଚନା ଦେଇଛନ୍ତି l ପ୍ରତ୍ୟେକ ପଞ୍ଚାୟତର ହେଡକ୍ୱାର୍ଟର୍ସରେ ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ ହେବ ଏଥିପାଇଁ ପ୍ରତ୍ୟେକ ବିଦ୍ୟାଳୟ ପିଛା ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖାଯାଇଛି l ଅନ୍ଯପକ୍ଷରେ ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା ପାଇଁ ମାଗଣା ପରିବହନ ସୁବିଧା ମଧ୍ଯ କରାଯିବ ବୋଲି ସୂଚନା ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score