Explore

Search

May 18, 2025 12:22 am

Genres

ଆଜି ପଞ୍ଜାବ ଓ ବାଙ୍ଗାଲୋର ମଧ୍ୟରେ ହେବ ମୁକାବିଲା

ଆଇପିଏଲର ୩୪ତମ ମ୍ୟାଚରେ ଆଜି ମୁହାଁମୁହିଁ ହେବେ କିଙ୍ଗ୍ସ ଇଲେଭେନ ପଞ୍ଜାବ ଓ ରୟାଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର l ଏହି ମ୍ୟାଚ ବାଙ୍ଗାଲୋର ସହରରର ଚିନ୍ନାସ୍ଵାମୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ l ଉଭୟ ଦଳର କ୍ୟାପଟେନ୍ ରଜତ ପାଟିଦାର ଏବଂ ଶ୍ରେୟସ୍ ଆୟାର ନିଜ ଦଳକୁ ଜିତାଇବାକୁ ସମସ୍ତ ପ୍ରକାର ଚେଷ୍ଟା କରିବେ ବୋଲି ଆଶା କରାଯାଉଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score