Explore

Search

April 24, 2025 2:43 am

Genres

ଆଜି ମଇଦାନକୁ ଓହ୍ଲାଇବେ ଚେନ୍ନାଇ ସୁପର କିଙ୍ଗସ୍ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର

ଆଜି ମଇଦାନକୁ ଓହ୍ଲାଇବେ ଚେନ୍ନାଇ ସୁପର କିଙ୍ଗସ୍ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର

ଆଜିର ମ୍ୟାଚ ହେବ ରୋଚକ l ଦୀର୍ଘ ୧୭ ବର୍ଷ ପରେ ଆଜି ଏମଏ ଚିଦାମ୍ବରମ୍ ଷ୍ଟାଡ଼ିୟମରେ ଚେନ୍ନାଇ ସୁପର କିଙ୍ଗସ୍ ବନାମ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ହେବ ଲଢେଇ l ଆଇପିଏଲର ଅଷ୍ଟମ ମ୍ୟାଚ ତଥା ଆଜି ସନ୍ଧ୍ୟାରେ ଚେନ୍ନାଇ ବେଙ୍ଗାଲୁରୁ ସହିତ ମୁହାଁମୁହିଁ ହେବେ l କ୍ୟାପଟେନ୍ ରୁତୁରାଜ ଓ ରଜତଙ୍କ ତତ୍ତ୍ଵାବଧାନରେ ଏହି ମ୍ୟାଚ୍ ଖେଳାଯିବ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score