Explore

Search

May 24, 2025 9:26 am

Genres

ଲକ୍ଷ୍ନୌ ସହିତ ମୁକାବିଲା କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଆଜିର ଆଇପିଏଲ ମ୍ୟାଚରେ ଲକ୍ଷ୍ନୌ ସହିତ ଦିଲ୍ଲୀ କ୍ୟାପିଟାଲ୍ସ ମୁକାବିଲା କରିବ। ଲକ୍ଷ୍ନୌସ୍ଥିତ ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ସନ୍ଧ୍ୟା ୭:୩୦ ରେ ଏହି ଆରମ୍ଭ ହେବ। ଉଭୟ ଦଳ ସିଜିନରେ ଦ୍ୱିତୀୟ ଥର ପାଇଁ ପରସ୍ପରକୁ ମୁହାଁମୁହିଁ ହେବେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score