ଆଜିଠୁ ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ଆଇପିଏଲ । ଆଜି ଉଦ୍ଘାଟନୀ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସକୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । କଲିକତା ସହରର ଐତିହାସିକ ଇଡେନ ଗାର୍ଡେନରେ ଖେଳାଯିବ ଉଦ୍ଘାଟନୀ ମୁକାବିଲା ।୧୮ ତମ ସଂସ୍କରଣ ପାଇଁ କ୍ରିକେଟ ପ୍ରେମୀଙ୍କ ଭିତରେ ପ୍ରବଳ ଉତ୍ସାହ । ଟ୍ରଫି ପାଇଁ ଲଢିବେ ୧୦ଟି ଟିମ୍ । ଆଜି ଉଦଘାଟନୀ ସମାରୋହ । କୋଲକାତାର ଐତିହାସିକ ଇଡେନ ଗାର୍ଡେନରେ ଖେଳାଯିବ ଉଦ୍ଘାଟନୀ ମୁକାବିଲା । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଡିଫେଣ୍ଡିଂ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |