କଟକ: କଟକରେ ରୋହିତ ଶର୍ମାଙ୍କ ଶତକ ହାସଲ ହାସଲ ସହିତ ଓଡିଶା ମାଟିରେ ଜିତିଲା ଭାରତ l ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ଯରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆକୁ ୪ ୱିକେଟରେ ଜିତି ନେଇଛି ଟିମ୍ ଇଣ୍ଡିଆ । ଟିମ୍ ଇଣ୍ଡିଆ ୩୩ ବଲ ବାକି ଥାଇ ବାରବାଟୀରେ ଇଂଲଣ୍ଡକୁ ଧୂଳି ଚଟାଇଛି । ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ଧୂଆଁଧାର ଶତକ ହାସଲ କରିଛନ୍ତି । ସେ ୯୦ ବଲରେ ୧୧୯ ରନର ପାଳି ଖେଳି ଆଉଟ ହୋଇଛନ୍ତି ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 58