Explore

Search

April 7, 2025 3:17 am

Genres

ବାରବାଟୀର ପାଇଁ ଖୁସିର ଖବର, ପୁଣି ହେବ ଟି-୨୦ ମ୍ୟାଚ୍‌

ବାରବାଟୀର ପାଇଁ ଖୁସିର ଖବର, ପୁଣି ହେବ ଟି-୨୦ ମ୍ୟାଚ୍‌

ଓଡ଼ିଶାର ଏକମାତ୍ର କ୍ରିକେଟ ଷ୍ଟାଡିୟମ୍ ତଥା କଟକ ସହରର ବାରବାଟୀ ଷ୍ଟାଡିୟମରେ ପୁଣି ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା l ବାରବାଟୀକୁ ଆଉ ଗୋଟେ ଅନ୍ତର୍ଜାତୀୟ ମ୍ୟାଚ୍‌ ଆୟୋଜନ ପାଇଁ ମିଳିଲା ସୁଯୋଗ l ଟି-୨୦ ମ୍ୟାଚ୍ ହେବା ନେଇ ଖବର ମିଳିବା ପରେ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ସୂଚନାଯୋଗ୍ୟ ଯେ, ଡିସେମ୍ବର ୯ ତାରିଖରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ୫ ମ୍ୟାଚ ବିଶିଷ୍ଟ ସିରିଜରେ କଟକରେ ହେବ ପ୍ରଥମ ମୁକାବିଲା । କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ । କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଏହି ଖବର କ୍ରୀଡ଼ାପ୍ରେମୀଙ୍କ ପାଇଁ ଖୁସି ଆଣିଦେଇଛି । ଗତ ଜାନୁଆରୀ ମାସରେ ଭାରତ- ଇଂଲଣ୍ଡ ଦିନିକିଆ ହାଇସ୍କୋରିଂ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଥିଲା । ଏହାପରେ ଆସନ୍ତା ଡିସେମ୍ୱର ମାସରେ ଆଉ ଏକ ମ୍ୟାଚ୍‌ ହେବା ନେଇ କ୍ରୀଡ଼ାପ୍ରେମୀଙ୍କ ଖୁସିକୁ ଦୁଇଗୁଣ କରିଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score