ଆଜି ଆଇପିଏଲର ୧୫ ତମ ମ୍ୟାଚ୍ ଇଡ଼େନ ଗାର୍ଡେନ ଠାରେ ଅନୁଷ୍ଠିତ ହେବାକୁ ଥିବା ବେଳେ ସାମ୍ନା ହେବେ କୋଲକାତା ନାଇଟ୍ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ l ଦୁଇ ଦଳ ଶେଷ ମ୍ୟାଚରେ ପରାଜିତ ହୋଇଥିବାରୁ ବିଜୟ ଧାରାକୁ ଫେରିବା ନେଇ ଉଦ୍ୟମ କରିବେ l କଲକାତା ନାଇଟ୍ ରାଇଡର୍ସ ୩ଟି ମ୍ୟାଚରୁ ଗୋଟିଏ ବିଜୟ ଓ ଦୁଇଟି ପରାଜିତ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନିକଟରୁ ୭ ୱିକେଟରେ ପରାଜିତ ହୋଇଥିବାବେଳେ ଦ୍ବିତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୮ ୱିକେଟରେ ପରାସ୍ତ କରିଥିଲା।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 14