Explore

Search

April 6, 2025 11:59 pm

Genres

ଆଜି ଲକ୍ଷ୍ନୌ ସୁପରଜିଆଣ୍ଟ୍‌ସ ଓ ମୁମ୍ବାଇ ଇଣ୍ଡିଆନ୍‌ସ ମଧ୍ୟରେ ହେବ ମୁକାବିଲା

ଆଇପିଏଲ​‌ରେ ଆଜି ହେବ ଦୁଇ ପ୍ରମୁଖ ଦଳ ମଧ୍ୟରେ ଲଢ଼େଇ l ଲକ୍ଷ୍ନୌ ସୁପରଜିଆଣ୍ଟ୍‌ସ ଓ ମୁମ୍ବଇ ଇଣ୍ଡିଆନ୍‌ସ ମଧ୍ୟରେ ୧୬ତମ ମ୍ୟାଚ ଖେଳାଯିବ। ଦୁଇ ଦଳ ଗୋଟିଏ ଲେଖାଏଁ ମ୍ୟାଚ ଜିତିଥିବା ବେଳେ ଦୁଇଟି ଲେଖାଏଁ ପରାଜିତ ହୋଇଛନ୍ତି ।

ଋଷଭ ପନ୍ତଙ୍କ ନେତୃତ୍ବାଧିନ ଲକ୍ଷ୍ନୌ ସୁପରଜିଆଣ୍ଟ୍‌ସ ଦିଲ୍ଲୀ କ୍ୟାପିଟାଲ୍‌ସ ନିକଟରୁ ୧ ୱିକେଟରେ ଓ ପଞ୍ଜାବ କିଙ୍ଗ୍‌ସ ନିକଟରୁ ୮ ୱିକେଟରେ ପରାଜିତ ହୋଇଥିବା ବେଳେ ସନରାଇଜର୍ସ ହାଇଦରାବାଦ୍‌କୁ ୫ ୱିକେଟରେ ପରାସ୍ତ କରିଥିଲା। ମିଚେଲ ମାର୍ଶ ଓ ନିକୋଲାସ ପୁରନଙ୍କୁ ବାଦ୍‌ ଦେଲେ ଅନ୍ୟ କୌଣସି ବ୍ୟାଟ୍‌ସମ୍ୟାନ ବଡ଼ ଇନିଂସ ଖେଳି ପାରିନାହାନ୍ତି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score