ବିଗତ ଦିନରେ ଓଡିଶାରେ କ୍ରମାଗତ ଭାବରେ ଚାଲିଥିବା ଅଦିନିଆ ବର୍ଷାକୁ କୃଷି ଓଡିଶା କାର୍ଯ୍ୟକ୍ରମରେ ପ୍ରାକୃତିକ ବିପର୍ଯ୍ୟୟ ରୂପେ ଘୋଷଣା କରିଛନ୍ତି ସରକାର l କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ଓଡିଶା ସରକାର ରିଲିଫ୍ ପାଣ୍ଠିରୁ ସହାୟତା ଦିଆଯିବ l
୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ମିଳିବ ସହାୟତା l ସୂଚନା ଅନୁଯାୟୀ ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ବେଳେ ୨ ଲକ୍ଷ ୨୬ ହଜାର ହେକ୍ଟର ଫସଲ କ୍ଷତି ହୋଇଛି ଫଳରେ ବିପନ୍ନଙ୍କୁ ୨୯୧ କୋଟି ସହାୟତା ମିଳିବ l
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 33