Explore

Search

November 12, 2025 7:18 am

ଅରିନ୍ଦମ ଡାକୁଆ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ

Chief Secretary

ଆଇଏଏସ୍ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଆଇଏଏସ୍ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ୨୦୧୧ ବ୍ୟାଚର ଆଇଏଏସ୍ ଅରିନ୍ଦମ ଡାକୁଆ କଟକ ଜିଲ୍ଲାପାଳ ଭାବେ ଗତ ଏପ୍ରିଲ୍ ମାସରେ ନିଯୁକ୍ତ ହୋଇଥିଲେ। ସେହିପରି ୨୦୧୨ ବ୍ୟାଚ ଆଇଏଏସ୍ ଅନୁପମ ଶାହା ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତ ଥିଲେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score