ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବିକାଶ କରିବା ସହିତ ପର୍ଯ୍ୟଟକଙ୍କ ସୁବିଧା ସୁଯୋଗ ପାଇଁ ମହାଶିବରାତ୍ରିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା l ଭଦ୍ରକ ଆଖଣ୍ଡଳମଣି ପୀଠର ହେବ ଉନ୍ନତିକରଣ ଏଥିପାଇଁ ଖର୍ଚ୍ଚ ହେବ ୧୦ କୋଟି l ଭଦ୍ରକ ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ମଧ୍ଯ ଉପସ୍ଥିତ ଥିଲେ l ଦେବପୂଜା କରିବା ସହିତ ସ୍ଥାନୀୟ ଲୋକ ଓ ମନ୍ଦିର ସେବାୟତଙ୍କ ସହିତ ଏକ ଆଲୋଚନା ମଧ୍ଯ ହୋଇଥିଲା l ଏହା କେବଳ ଏକ ଧର୍ମପୀଠ ନୁହେଁ ବରଂ ଭଦ୍ରକ ଜିଲ୍ଲାର ପରିଚୟ l ଆରଡ଼ି ମନ୍ଦିରର ବିକାଶ କାର୍ଯ୍ୟକୁ କିପରି ତ୍ୱରାନ୍ୱିତ କରାଯିବ ସେଥିପ୍ରତି ଦୃଷ୍ଟି ଦେବ ପ୍ରଶାସନ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |