ଭୁବନେଶ୍ବର: ନୂଆ ବର୍ଷରେ ରାଜ୍ଯସରକାରଙ୍କ ଭେଟି l ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରାଯିବ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ । ଏନେଇ ସୂଚନା ଗେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ ସାଢେ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ ଭାରତ କାର୍ଡ ଅନ୍ୟପକ୍ଷେ ସେହିପରି ୧ କୋଟି ପରିବାର ପାଇବେ କାର୍ଡ । ଏହି ଯୋଜନାରୁ ଯେପରି କେହି ବଞ୍ଚିତ ନ ରୁହନ୍ତୁ ସେ ପ୍ରତି ଧ୍ୟାନ ଦିଆଯିବ । ଅନ୍ୟପକ୍ଷରେ ଆସନ୍ତା ବର୍ଷରୁ ରାଜ୍ୟରେ ନୂଆ ମେଡିକାଲ କଲେଜ ଓ ନର୍ସିଂ କଲେଜ ମଧ୍ୟ ବଢାଯିବ ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 69