Explore

Search

January 19, 2025 2:57 am

Genres

ଆସନ୍ତା ବର୍ଷ ଠାରୁ ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ

student election in odisha

କଟକ: ଆସନ୍ତା ବର୍ଷ ଠାରୁ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନ l ଏଥି ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି l ସୂଚନଯୋଗ୍ୟ ଯେ, ଆଜି କଟକରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଆୟୋଜିତ ୪୯ତମ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ ଓ ଆଗାମୀ ସମୟରେ ଛାତ୍ରମାନଙ୍କ ମଧ୍ୟରେ ଦେଶର ଭବିଷ୍ୟକୁ ଦୃଷ୍ଟିରେ ରଖି ଛାତ୍ର ସଂସଦ ନିର୍ବାଚନ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅନୁଷ୍ଠିତ ହେବ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score