Explore

Search

July 15, 2025 3:57 pm

Genres

ଜନଗଣନା ପାଇଁ ଜାରିହେଲା ବିଜ୍ଞପ୍ତି

ଚଳିତ ବର୍ଷ ହେବ ଜନଗଣନା l ପ୍ରଥମଥର ପାଇଁ ଜାତିଭିତ୍ତିକ ଜନଗଣନା ଅନୁଷ୍ଠିତ ହେବ l ତେବେ ବିଧିବଦ୍ଧ ଭାବେ ଜାରି ହୋଇଛି ଜନଗଣନା ପାଇଁ ଗେଜେଟ୍ ବିଜ୍ଞପ୍ତି l ୨ଟି ପର୍ଯ୍ୟାୟରେ ହେବ ଜନଗଣନା l ୨୦୨୬ ଅକ୍ଟୋବର ୧ରୁ ପ୍ରଥମ ପର୍ଯ୍ୟାୟ ଓ ୨୦୨୭ ମାର୍ଚ୍ଚ ୧ରୁ ଦ୍ବିତୀୟ ପର୍ଯ୍ୟାୟ ଜନଗଣନା l ସୂଚନା ଅନୁସାରେ କରୋନା ପାଇଁ ବନ୍ଦ ଥିଲା ୨୦୨୧ ଜନଗଣନା l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score