Explore

Search

March 28, 2025 2:15 am

Genres

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

kamala pujari

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ । କଟକ ବଡ଼ ଡାକ୍ତରଖାନାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ତେବେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଡାକ୍ତରଖାନା ପକ୍ଷରୁ ସୂଚନା ଜାରି କରାଯାଇଛି । ସୂଚନା ଅନୁସାରେ, ୨ ଦିନ ତଳେ ସେ ଅସୁସ୍ଥ ହୋଇପଡିଥିଲେ ଫଳରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଆଜି ଭୋର୍ ୫ଟାରୁ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ନେଇ ଡାକ୍ତରଖାନା ପକ୍ଷରୁ ସୂଚନା ଜାରି କରାଯାଇଛି ।

ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score