Explore

Search

March 23, 2025 2:37 am

Genres

ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

10th exam date 2025

ପ୍ରତି ବର୍ଷ ପରି ଚଳିତବର୍ଷ ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୬ ଯାଏ ଚାଲିବ ମାଟ୍ରିକ ପରୀକ୍ଷା l ୧୨ ତାରିଖରୁ ନୋଡାଲ କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବା ସହ ୧୯ ତାରିଖ ସୁଦ୍ଧା ନୋଡାଲ କେନ୍ଦ୍ରରେ ପହଞ୍ଚିବ ପ୍ରଶ୍ନ ପତ୍ର l ୩୦ ଜିଲ୍ଲାର ୩୧୩୩ଟି ପରୀକ୍ଷା କେନ୍ଦ୍ର ହୋଇଥିବାବେଳେ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ବୋର୍ଡ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି l ଏଥି ସହ ଆଉ ଭାଇରାଲ ହେବନି ମାଟ୍ରିକ ପ୍ରଶ୍ନପତ୍ର l ପ୍ରଶ୍ନପତ୍ର ଲିକ୍‌ ରୋକିବାକୁ ବୋର୍ଡ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି l ସବୁ ପ୍ରଶ୍ନପତ୍ରରେ ରହିବ ସିରିଏଲ ନମ୍ବର ରହିବ ଏବଂ ପ୍ରଶ୍ନ ଭାଇରାଲ ହେଲେ ଧରାପକାଇବ ସିରିଏଲ ନମ୍ବର l କେଉଁ ସେଣ୍ଟରରୁ ପ୍ରଶ୍ନ ଭାଇରାଲ ହେଲା ଜଣାପଡ଼ିବ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score