Explore

Search

January 19, 2025 2:57 am

Genres

ସହିଦ ମାଧୋସିଂ ହାତଖର୍ଚ୍ଚ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

odia latest news

ଭୁବନେଶ୍ବର: ରାଜ୍ଯରେ ଡ୍ରପ୍ଆଉଟ୍ ସିଷ୍ଟମକୁ ରୋକିବା ପାଇଁ ରବିବାର ରାଜ୍ଯ ସରକାର ସହିଦ ମାଧୋସିଂ ହାତଖର୍ଚ୍ଚ ଯୋଜନାର ଶୁଭାରମ୍ଭ କରିଛନ୍ତି l ଇଡକୋ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ଆାଦିବାସୀ ମେଳାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଏହି ଯୋଜନାର ଶୁଭାରମ୍ଭ କରିଥିଲେ l ନବମ ଓ ଏକାଦଶରେ ପଢୁଥିବା ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ବାର୍ଷିକ ଏକକାଳୀନ ପାଞ୍ଚ ହଜାର ଟଙ୍କା ପ୍ରଦାନ କରାଯାଇଛି l ଏଥିରେ ୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବା ସହିତ ୧୫୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି l 

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score