Explore

Search

July 31, 2025 8:46 pm

Genres

ଅଗଷ୍ଟ ୧ ରୁ “ଆସ ବୁଲିଯିବା ଅଙ୍ଗନବାଡ଼ି”

ଆସନ୍ତା ଅଗଷ୍ଟ ୧ରେ ହେବାକୁ ଥିବା ବିଶ୍ଵ ସ୍ତନ୍ୟପାନ ସପ୍ତାହ ଅବସରରେ ‘ଆସ ବୁଲିଯିବା ଅଙ୍ଗନବାଡ଼ି’ କ୍ୟାମ୍ପେନ୍‌ର ଶୁଭାରମ୍ଭ ମାନନୀୟା ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦ୍ଵାରା ଶୁଭାରମ୍ଭ କରାଯାଇଛି। ଏଥିରେ ସମାଜର ସମସ୍ତ ବର୍ଗର ଲୋକ ନିଜ ଅଞ୍ଚଳର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲିବାକୁ ଯାଇ ଅଙ୍ଗନବାଡ଼ି ଦ୍ୱାରା ଯୋଗାଇ ଦିଆଯାଉଥିବା ଖାଦ୍ୟର ମାନ ଦେଖିବା ସହ ମହିଳା ଓ ଶିଶୁମାନଙ୍କ ପାଇଁ ଉପଲବ୍ଧ ଥିବା ବିଭିନ୍ନ ସୁବିଧା, ସାମଗ୍ରୀ ଏବଂ ଉପକରଣର ବ୍ୟବହାର ଓ ସ୍ଥିତି ବିଷୟରେ ଜାଣିପାରିବେ। ଅନ୍‌ଲାଇନ୍ କିମ୍ବା ଅଫ୍‌ଲାଇନ୍ ମାଧ୍ୟମରେ ବିଭାଗକୁ ନିଜ ମତ ପଠାଇପାରିବେ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score