ନୂଆଦିଲ୍ଲୀ: ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ପ୍ରାକ୍ ବଜେଟ୍ କୁ ନେଇ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି ल ଏଥିରେ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀ ଅଂଶଗ୍ରହଣ କରିବେ। ସୂଚନାଯୋଗ୍ୟ ଯେ, ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆସନ୍ତା ଫେବ୍ରୁଆରୀ ୧ ତାରିଖରେ ବଜେଟ୍ ଆଗତ ହେବ । ବୈଠକରେ ସାମିଲ ହେବା ପାଇଁ ଦିଲ୍ଲୀ ଗସ୍ତରେ ଅଛନ୍ତି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ। ପ୍ରାକ୍ ବଜେଟ୍ରେ ଓଡ଼ିଶାର ଦାବି ତଥା ରାଜ୍ୟର ଆର୍ଥିକ ବିକାଶ ପାଇଁ ବଜେଟରେ ପ୍ରସଙ୍ଗ ଉଠାଇବେ ବୋଲି ଆଶା କରାଯାଉଛି l
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 8