Explore

Search

July 1, 2025 6:40 pm

Genres

ଆଜି ପବିତ୍ର ହେରାପଞ୍ଚମୀ, ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ବର୍ତ୍ତମାନ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ବିରାଜିତ ତିନି ଠାକୁର। ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ନବ ଦିନାତ୍ମକ ଯାତ୍ରାରେ ଯାଇଛନ୍ତି ମହାପ୍ରଭୁ। ପୂରାଣ ମତେ ଘୋଷଯାତ୍ରାରେ କାଳିଆ ସାଆନ୍ତ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରଥରେ ନ ଆଣିବାରୁ ଅଭିମାନ କରି ଆଜି ନନ୍ଦିଘୋଷ ରଥ ଭାଙ୍ଗିବେ ମା’ ଲକ୍ଷ୍ମୀ l ତେଣୁ ଆଜିର ଦିନକୁ ହେରାପଞ୍ଚମୀ ରୂପରେ ପାଳନ କରାଯିବ l ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଏହି ବିଧିକୁ ସମ୍ପୂର୍ଣ୍ଣ ରୂପେ ସୁରଖୁରରେ ସମାପ୍ତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମନ୍ଦିର ଏବଂ ପୋଲିସ ପ୍ରଶାସନ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score