ରାଜ୍ଯରେ ମହିଳାମାନଙ୍କୁ ଆର୍ଥିକ ସଶକ୍ତ କରିବା ନିମନ୍ତେ ମିଶନ୍ ଶକ୍ତି, ସୁଭଦ୍ରା ପରେ ବର୍ତ୍ତମାନ ଆରମ୍ଭ ହେବାକୁ ଯାଉଛି ଲକ୍ଷପତି ଦିଦି ସହାୟିକା ଯୋଜନା l ଯାହାକୁ ବିଧାନସଭାରେ ବିଧିବଦ୍ଧ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଏହି ଯୋଜନା ଅନ୍ତର୍ଗତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ବକେୟା ଦରମା l ସିଆର୍ପି ଏମବିକେ ତା ସହିତ ବ୍ୟାଙ୍କମିତ୍ର ଓ ପ୍ରାଣୀମିତ୍ରମାନେ ପାଇବେ ବକେୟା ଦରମା l ୨୦୨୪ ଏପ୍ରିଲରୁ ୧୦ ମାସର ବକେୟା ଦରମା ଦେବେ ସରକାର l ରାଜ୍ଯରେ ସର୍ବମୋଟ ଉପକୃତ ହେବେ ୬୨ ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |