Explore

Search

February 20, 2025 7:07 pm

Genres

ନକ୍ସା ଯୋଜନାର ଶୁଭାରମ୍ଭ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ଖୋର୍ଦ୍ଧା: ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ ‘ନକ୍ସା’। ଦେଶର ୧୫୨ ଟି ସହରରେ ଏ ଯୋଜନା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାର ୪ଟି ସହରକୁ ନିଆଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।

ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ ‘ନକ୍ସା’।ଏଥିଲାଗି ଖୋର୍ଦ୍ଧାର ଟାଉନ ହଲରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ପୌରଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି ଓ ଜିଲ୍ଲାପାଳ ଚଞ୍ଚଳ ରାଣା ପ୍ରମୁଖ ଉପସ୍ଥିତ ଥିଲେ। ସହର ଜମିର ଡିଜିଟାଲ ରେକର୍ଡ ସର୍ଭେ ଏହି ଯୋଜନାର ଲକ୍ଷ୍ୟ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score