ଭାରତକୁ ଛୁଇଁଲା ମୌସୁମୀ l ମିଳିବ ତାତିରୁ ଆଶ୍ୱସ୍ତି l ଆଣ୍ଡାମାନ ସାଗରରେ ପାଦ ଥାପିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଉତ୍ତର ଆଣ୍ଡାମାନ ସାଗରରର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି l ଏହାପରେ କେରଳ ଓ ତାମିଲନାଡୁରେ ମୌସୁମୀ ବାୟୁ ପ୍ରବାହିତ ହୋଇ ଜୁନରେ ଓଡିଶା ଛୁଇଁବ ମୌସୁମୀ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 103