ଭୁବନେଶ୍ବର: ଏଣିକି ଲୋକସେବା ଭବନରେ ସାମ୍ବାଦିକଙ୍କୁ ପ୍ରବେଶ ପାଇଁ ସରକାରଙ୍କ ପକ୍ଷରୁ ଅନୁମତି ମିଳିଛି l ଏହାକୁ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ଜାରି ହୋଇଛି l ସ୍ଵୀକୃତି ପ୍ରାପ୍ତ ଏବଂ ଅଣ ସ୍ଵୀକୃତି ପ୍ରାପ୍ତ ସାମ୍ବାଦିକଙ୍କୁ ମିଳିଲା ଅନୁମତି l ନିୟମ ଅନୁଯାୟୀ ଟିଭି ଓ ଖବରକାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିଛି l କରୋନା ପରେ ସାମ୍ବାଦିକଙ୍କୁ ନିୟମିତ ପ୍ରବେଶ ଉପରେ ରୋକ୍ ଲଗାଯାଇଥିଲା l
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 57