Explore

Search

July 15, 2025 3:02 am

Genres

ପରଲୋକରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ, ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କ ଶୋକ

ଦେଶରେ ଶୋକର ଛାୟା l ଗୁଜରାଟର ସର୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ଏୟାରପୋର୍ଟରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ କ୍ରାଶ ହୋଇଯାଇଥିଲା ଏୟାର ଇଣ୍ଡିଆ ବିମାନ। ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଏହି ବିମାନରେ ଯାତ୍ରା କରୁଥିଲେ l ଫଳରେ ସେ ଏହି ବିମାନ ଦୁର୍ଘଟଣାରେ ମୃତବରଣ କରିଛନ୍ତି l ଅନ୍ୟପକ୍ଷରେ ଦୁର୍ଘଟଣାକୁ ନେଇ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଗଭୀର ଶୋକ l ଦୁଃଖ ପ୍ରକାଶ କଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ ମନମୋହନ କିର ଷ୍ଟାର୍ମର l ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ୫୩ ଜଣ ବ୍ରିଟେନ ନାଗରିକ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score