Explore

Search

July 15, 2025 3:02 am

Genres

ମୃତକଙ୍କ ପରିବାରକୁ ଏକ କୋଟି ଆର୍ଥିକ ସହାୟତା: ଟାଟା ଗ୍ରୁପ

ଗୁରୁବାର ଗୁଜୁରାଟରେ ଘଟିଥିବା ବିମାନ ଦୁର୍ଘଟଣାରେ ୨୪୧ ଲୋକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିମାନଟି ଅହମଦାବାଦର ସର୍ଦ୍ଦାର ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରିବା ପରେ ବିମାନବନ୍ଦର ସୀମା ପାର କରିପାରି ନ ଥିଲା ଏବଂ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏବେ ଟାଟା ଗ୍ରୁପ ଘୋଷଣା କରିଛି ଯେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ୧ କୋଟି ଟଙ୍କା ଆର୍ଥିକ ସହାୟତା ଦିଆଯିବ। ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ଟାଟା ଗ୍ରୁପର ପ୍ରମୁଖ ମାଲିକାନା ଅଟେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score