Explore

Search

October 14, 2025 7:39 pm

Genres

ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଆସନ୍ତା ଦିନରେ ଜିଏସଟି ସଂସ୍କାର ନେଇ ପ୍ରଧାନମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି l ଯାହାଦ୍ୱାରା ଗରିବ ଓ ମଧ୍ୟମ ବର୍ଗ ଲୋକେ ଉପକୃତ ହେବେ l ଏହା ଭାରତର ବିକାଶକୁ ଆହୁରି ଅଧିକ ତ୍ବରାନ୍ବିତ କରିବ l ୨୦୧୭ରେ ପ୍ରଥମ କରି ଜିଏସଟି ଲାଗୁ କରାଯାଇଥିଲା l

ପୂର୍ବରୁ ଭିନ୍ନ ଭିନ୍ନ ଟ୍ୟାକ୍ସକୁ ନେଇ ଲୋକେ ହନ୍ତସନ୍ତ ହେଉଥିଲେ ଓ ଅନେକ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ୁଥିଲା l ଗରିବ ଲୋକଙ୍କୁ ପୂର୍ବରୁ ଅଧିକ ଟିକସ ଦେବାକୁ ପଡ଼ୁଥିଲା l ଭବିଷ୍ୟତକୁ ଆଖିରେ ରଖି ଏହି ସଂଶୋଧନ କରାଯାଇଛି l କେବଳ ୫% ଓ ୧୮% ଟିକସ ବ୍ୟବସ୍ଥା ରଖି ଅନ୍ୟ ସ୍ଲାବ ଉଠିଛି l ବର୍ତ୍ତମାନ ୯୯ ପ୍ରତିଶତ ସାମଗ୍ରୀ ୫% ଟିକସ ପରିସରକୁ ଆସିଛି ଓ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକୁ ଟିକସମୁକ୍ତ ମଧ୍ୟ କରାଯାଇଛି l ଛୋଟ ଛୋଟ ଦୋକାନୀ ମଧ୍ୟ ଏଥିରୁ ବେଶି ଉପକୃତ ହେବେ l ଆୟକର କମିବା ଓ
ଜିଏସଟି ସଂସ୍କାର ଦ୍ବାରା ସାଧାରଣ ବର୍ଗର ଲୋକେ ଅଢ଼େଇ ଲକ୍ଷ କୋଟି ଫାଇଦା ହାସଲ କରିପାରିବେ ମୁଖ୍ୟତ ଲଘୁ ଓ କୁଟୀର ଉଦ୍ୟୋଗକୁ ମଧ୍ୟ ଡବଲ ଫାଇଦା ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ୟକ୍ତ କରିଥିଲେ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score