ଏଣିକି ସମସ୍ତ ସରକାରୀ କାର୍ଯ୍ୟାଳୟରେ କଡ଼ାକଡ଼ି ରୂପେ ବିଏସଏନଏଲ୍ ନେଟ୍ୱାର୍କ ବାଧ୍ୟତାମୂଳକ କରାଯାଇଛି l ଏନେଇ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପକ୍ଷରୁ ଚିଠି ଆସିଛି l ସବୁ ସରକାରୀ ପ୍ରତିଷ୍ଠାନରେ ବ୍ୟବହାର ହେବ ବିଏସଏନଏଲ୍ ଇଣ୍ଟରନେଟ୍ l ଏହି କମ୍ପାନୀରେ ବ୍ରଡ୍ବ୍ୟାଣ୍ଡ, ଲ୍ୟାଣ୍ଡଲାଇନ୍, ଲିଜ୍ ଲାଇନ୍ ସେବା ବ୍ୟବହାର ହେବ l ଗ୍ରାମାଞ୍ଚଳରେ ଯୋଗାଯୋଗକୁ ନିରବଚ୍ଛିନ୍ନ ଭାବେ ପହଞ୍ଚାଇବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 65