ଆଗକୁ ଆସୁଛି ଶାରଦୀୟ ଦୁର୍ଗାପୂଜା l ପୂଜାରେ ପ୍ରାଚୀନ ଦୂର୍ଗାମେଢ଼କୁ ସହାୟତା ଦେବେ ଓଡିଶା ସରକାର l ଏନେଇ ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି l ମେଢ଼ଗୁଡ଼ିକର ବର୍ଷ ଅନୁସାରେ ବିବରଣୀ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ମିଳିଥିବା ବେଳେ ୨ ଦିନ ମଧ୍ୟରେ ଏହାର ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ମିଳିଛି l ୫୦ ବର୍ଷରୁ ଊର୍ଦ୍ଧ୍ବ ପୁରୁଣା ମେଢ଼ ନଥିଲେ ପୁରୁଣାକୁ ଗୁରୁତ୍ବ ଦିଆଯିବ l ସର୍ବପୁରାତନ ୨ଟି ମେଢ଼ର ବିବରଣୀ ଦେବାକୁ ପରାମର୍ଶ ଦିଆଯାଇଛି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 50