Explore

Search

September 3, 2025 9:20 am

Genres

ଉପରାଷ୍ଟ୍ରପତି ପଦ ପାଇଁ ଏନଡିଏ ପକ୍ଷରୁ ପ୍ରାର୍ଥୀ ହେଲେ ସି.ପି. ରାଧାକ୍ରିଷ୍ଣନ୍

ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମଙ୍ଗ ଧରିଲା ଏନଡିଏ l ପୂର୍ବରୁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଚୟନ ହୋଇ ସାରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍ l ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ l ୪ ସେଟ୍‌ ନାମାଙ୍କନ ପତ୍ର ଦାଖଲ କରିବା ସହିତ ନାମାଙ୍କନ ବେଳେ ପ୍ରଧାନମନ୍ତ୍ରୀ, ରାଜନାଥ ସିଂହ, ଅମିତ ଶାହ, ଜେପି ନଡ୍ଡା ଉପସ୍ଥିତ ଥିଲେ l ମୁଖ୍ୟ ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ ମୋଦି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score