Explore

Search

July 16, 2025 8:29 am

Genres

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଘୋଷଣା, ରାଜନୀତିରେ ଦେବେ ଯୁବାଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ

ସମ୍ବଲପୁରରେ ଅନୁଷ୍ଠିତ ଏକ ସଭାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ନିଜ ରାଜନୈତିକ କ୍ୟାରିୟରକୁ ନେଇ କରିଛନ୍ତି ବଡ ଘୋଷଣା l “ଆଉ ନିର୍ବାଚନ ଲଢ଼ିବିନି” ବୋଲି କହିଲେ ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ l ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲ୍‌ଙ୍କ ବୟାନ l ଗତ ନିର୍ବାଚନ ବେଳେ ଘୋଷଣା କରିଥିଲି ଆଗକୁ ସାଂସଦ ଓ ବିଧାୟକ ପାଇଁ ଲଢ଼ିବି ନାହିଁ ଏବଂ ନିର୍ବାଚନ ନ ଲଢ଼ି ଯୁବପିଢ଼ି ପାଇଁ ସୁଯୋଗ ଛାଡ଼ିଦେବି l ମୋ ଜୀବନରେ ପଶ୍ଚାତାପ ବୋଲି କିଛି ଆସିବ ନାହିଁ l ମୁଁ ସମ୍ପୂର୍ଣ୍ଣ ସନ୍ତୁଷ୍ଟ, ଦିଆଯାଇଥିବା ଦାୟିତ୍ବ ଠିକ୍‌ରେ ନିର୍ବାହ କରିଛି ବୋଲି ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score