ବର୍ତ୍ତମାନ ଦେଶରେ ଖାଲି ରହିଥିବା ଉପରାଷ୍ଟ୍ରପତି ପଦ ପାଇଁ ବାଜିଲା ନିର୍ବାଚନୀ ବିଗୁଲ l ଭାଜପା ସମର୍ଥିତ ଏନଡିଏ ନିଜର ଉପରାଷ୍ଟ୍ରପତି ପ୍ରାର୍ଥୀ ରୂପେ ସି.ପି ରାଧାକ୍ରିଷ୍ଣନଙ୍କୁ ଏନ୍ଡିଏ ପ୍ରାର୍ଥୀ ରୂପେ ଘୋଷଣା କରାଯାଇଛି l ଏନେଇ ବିଧିବଦ୍ଧ ଭାବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି l ସୂଚନା ଅନୁଯାୟୀ ବର୍ତ୍ତମାନ ମହାରାଷ୍ଟ୍ର ରାଜ୍ୟପାଳ ରୂପେ କାର୍ଯ୍ୟରତ ଅଛନ୍ତି ସି.ପି ରାଧାକ୍ରିଷ୍ଣନ l ଯିଏକି ତାମିଲନାଡୁର ପୂର୍ବତନ ବିଜେପି ସଭାପତି ଭାବେ କାର୍ଯ୍ୟ କରିଥିଲେ ଏଥିସହିତ କୋଏମ୍ବାଟୁର ସଂସଦୀୟ କ୍ଷେତ୍ରରୁ ୨ ଥର ନିର୍ବାଚିତ ହୋଇଥିଲେ l ମାତ୍ର ୧୬ ବର୍ଷ ବୟସରୁ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ଓ ଜନସଂଘ ସହ ଜଡ଼ିତ ସି.ପି ରାଧାକ୍ରିଷ୍ଣନ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |