ପଶ୍ଚିମବଙ୍ଗ ବିଧାନସଭାରେ ପାସ୍ ହେଲା ଦୁଷ୍କର୍ମ ବିରୋଧୀ ‘ଅପରାଜିତା ବିଲ୍’ September 3, 2024 7:04 pm କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ପଶ୍ଚିମବଙ୍ଗରେ ତୀବ୍ର ଆନ୍ଦୋଳନ ଜାରି ରହିଛି। ଏହାରି ମଧ୍ୟରେ ପଶ୍ଚିମବଙ୍ଗ ସରକାର ଦୁଷ୍କର୍ମ ବିରୋଧରେ କଡ଼ା