

ଆମ ରାଜ୍ଯ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ l ମୁଖ୍ୟତଃ ମହିଳା ଓ ବରିଷ୍ଠ ନାଗରିକଙ୍କ କ୍ଷେତ୍ରରେ l ତେବେ କେନ୍ଦ୍ର ସରକାରଙ୍କ ସୁଦୂରପ୍ରସାରୀ ଆୟୁଷ୍ମାନ ଯୋଜନା ଏବେ ଓଡ଼ିଶାରେ ଲାଗୁ

ଓଡ଼ିଶାରେ ସାଧାରଣ ଲୋକଙ୍କୁ ମୌଳିକ ସ୍ୱାସ୍ଥ୍ୟ ସେବାରେ ଆର୍ଥିକ ସହାୟତା ଯୋଗାଇବା ଉଦ୍ଦେଶ୍ୟରେ ଏପ୍ରିଲ ପହିଲାରୁ ଓଡ଼ିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା।

ଓଡ଼ିଶାରେ ଆରମ୍ଭ ହେଲା ଆୟୁଷ୍ମାନ ଯୋଜନା l ଏଥିସହିତ ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର ବୋଲି ଘୋଷଣା କରିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଭାରତ ସରକାରଙ୍କ ସହିତ

ରୋଗୀମାନେ ପୂର୍ବପରି ଆଉ ମାଳ ମାଳ ପ୍ରେସକ୍ରିପସନ ଧରିକି ରୋଗୀ ବୁଲିବେ ନାହିଁ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନେସନାଲ
WhatsApp us