ବ୍ରହ୍ମପୁରରୁ ଶୁଭାରମ୍ଭ ହେଲା “ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା” March 8, 2025 6:15 pm ରାଜ୍ଯରେ ବରିଷ୍ଠ ନାଗରିକମାନଙ୍କୁ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପ୍ରଦାନ କରିବା ନିମନ୍ତେ ଓଡିଶା ସରକାରଙ୍କ ପକ୍ଷରୁ ବ୍ରହ୍ମପୁର ରେଳ ଷ୍ଟେସନ ଠାରେ ଶୁଭାରମ୍ଭ ହୋଇଛି ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା l