ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ: ପିପିଲି ହଟସ୍ପଟ August 26, 2024 6:43 pm ଦେଶର ବିଭିନ୍ନ ସ୍ଥାନରେ ବାର୍ଡ ଫ୍ଲୁ ଦେଖାଯିବା ପରେ ଏବେ ରାଜ୍ୟରେ ଆତଙ୍କ ଖେଳାଇଛି ବାର୍ଡ଼ ଫ୍ଲୁ। ପୁରୀ ଜିଲ୍ଲା ପିପିଲି ଅଞ୍ଚଳରେ ବାର୍ଡ ଫ୍ଲୁ ପଜିଟିଭ୍ ଚିହ୍ନଟ ପରେ ଆକ୍ସନ ମୋଡ୍ରେ ପ୍ରାଣୀଧନ