

ଅପରେସନ ସିନ୍ଦୂରକୁ ନେଇ ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି l ଯୁଦ୍ଧ ବନ୍ଦ ନେଇ ଟ୍ରମ୍ପ୍ଙ୍କ ମଧ୍ୟସ୍ଥତା ଦାବିର ଅସଲ କଥା କହିଲେ l ଆମେରିକାର ମଧ୍ୟସ୍ଥତା ପ୍ରସ୍ତାବକୁ

ଅପେକ୍ଷାର ହେବ ଅନ୍ତ ! ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ ମହାପ୍ରଭୁଙ୍କ ଅଳଙ୍କାର l ଅମୃତବେଳାରେ ହେବ ସ୍ଥାନାନ୍ତର l ସୂଚନା ଅନୁଯାୟୀ ସେପ୍ଟେମ୍ବର ୨୩ ସକାଳ ୭ଟା ୧୭ରୁ ୧୧.୧୭

ଆଜି ହେଉଛି ପବିତ୍ର ବିଶ୍ୱକର୍ମା ପୂଜା l ବିଶ୍ଵକର୍ମା ଅର୍ଥାତ ବିଶ୍ଵର ସୃଷ୍ଟି କର୍ତ୍ତା । ଅନନ୍ତଶାୟୀ ନାରାୟଣଙ୍କ ନାଭିକମଳରୁ ଉତ୍ପନ୍ନ ହୋଇଥିବା ତ୍ରିକାଳଦର୍ଶୀ ବ୍ରହ୍ମା ହେଉଛନ୍ତି ସୃଷ୍ଟି କର୍ତ୍ତା । ଏଣୁ ବିଶ୍ଵକର୍ମାଙ୍କୁ

ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଭାସୀ ମାଧ୍ୟମରେ ୯୧୩ଟି ନୂତନ ଅଙ୍ଗନୱାଡ଼ି କେନ୍ଦ୍ରର ଉଦ୍ଘାଟନ କରିଛନ୍ତି l ଏହି ନୂତନ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକ ନିଜସ୍ୱ ଘର

ସେପ୍ଟେମ୍ବର ୧୭ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଯାତ୍ରୀ ସେବା ଦିବସ ପାଳନ କରାଯିବ l ସକାଳେ ପ୍ରଥମ ବିମାନ ପହଞ୍ଚିବା ପରେ ଆରମ୍ଭ ହେବ ଏହି କାର୍ଯ୍ୟକ୍ରମ l ଯାତ୍ରୀଙ୍କୁ ଚନ୍ଦନ ଟୀକା ଲଗାଇ

ସୋମବାର ଦିନ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଅଭିଯୋଗ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି l ଏହି ପୋର୍ଟାଲ ଜରିଆରେ ଅଭିଯୋଗ କରିପାରିବେ ଲୋକେ l ଅଭିଯୋଗକାରୀଙ୍କ ସବୁ ଅଭିଯୋଗର ଜବାବ ରଖିବ ବିଭାଗ l

ସୋମବାର ଦିନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ୧୨ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି l ପ୍ରାୟ ୨୫,୦୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗରେ କାର୍ଯ୍ୟକାରୀ ହେଲା ନୂତନ

ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କବି ଓ କଥାକାର ଦେବଦାସ ଛୋଟରାୟଙ୍କୁ ପ୍ରଦାନ

ଓଡ଼ିଶାରେ ଆରମ୍ଭ ହେଲା ଶାରଦୀୟ ପାର୍ବଣ ପୂଜା l ରାଜ୍ୟର ବିଭିନ୍ନ ଶକ୍ତିପୀଠ ତଥା ମା’ କଟକ ଚଣ୍ଡୀ,ଗଡ଼ଚଣ୍ଡୀ ଓ ମା’ ଶାରଳାଙ୍କ ପୀଠରେ ଷୋଡ଼ଶ ଉପଚାର ପାର୍ବଣ ପୂଜା ଆରମ୍ଭ ହୋଇଛି l

ଓଡ଼ିଶାରେ ଯୁବଗୋଷ୍ଠୀଙ୍କୁ ମିଳିବ ସରକାରୀ ନିଯୁକ୍ତି l ଆଜି ଓଡିଶା ସରକାର ମୋଟ ୭ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ l ଏହି ଅବସରରେ
WhatsApp us