ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ବକ୍ସି ଜଗବନ୍ଧୁ November 25, 2025 6:22 pm ଭୁବନେଶ୍ୱର : ଭାରତ ସ୍ବାଧୀନତା ସଂଗ୍ରାମର ପ୍ରଥମ ଯୋଦ୍ଧା, ଓଡିଶାର ପ୍ରଥମ ସ୍ବାଧୀନତା ସଂଗ୍ରାମୀ, ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ଥିଲେ ବକ୍ସି ଜଗବନ୍ଧୁ । ବକ୍ସିଙ୍କ ପୁରା ନାମ ବକ୍ସି ଜଗବନ୍ଧୁ ବିଦ୍ୟାଧର