କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସିର ଖବର, ବଢିଲା ମହଙ୍ଗା ଭତ୍ତା March 29, 2025 6:24 pm ବୃଦ୍ଧି ପାଇଛି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା l ୨% ଡିଏ ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି l ଫଳରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩%ରୁ ୫୫%କୁ ବୃଦ୍ଧି l