ଉଦଯାପିତ ହେଲା ଅଷ୍ଟାଦଶ ଅନ୍ତର୍ଜାତୀୟ ଚଉଷଠି ଯୋଗିନୀ ମହୋତ୍ସବ December 26, 2024 6:14 pm ଭୁବନେଶ୍ବର/ ବାଳକାଟୀ: ନୃତ୍ୟ ପ୍ରତିଭା ଅନୁଷ୍ଠାନ ଦ୍ବାରା ଆୟୋଜିତ ଅଷ୍ଟାଦଶ ଅନ୍ତର୍ଜାତୀୟ ଚଉଷଠି ଯୋଗିନୀ ମହୋତ୍ସବ-୨୦୨୪ ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ଅତିଥ୍ ଭାବେ ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାସ, ଉତ୍କଳ ସଙ୍ଗୀତ