ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା:୨୦୨୫ ରୁ ଲାଗୁହେବ ନୂଆ ପ୍ରଶ୍ନପତ୍ର ଢାଞ୍ଚା August 21, 2024 10:28 pm ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ ) ପକ୍ଷରୁ ଆସିଛି ବଡ ଖବର। ବଦଳିବ ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା। ୨୦୨୫ରେ ଯୁକ୍ତ ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା