ରସାୟନ ବିଜ୍ଞାନରେ ୩ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର October 10, 2024 10:10 am ରସାୟନ ବିଜ୍ଞାନରେ ୩ ଜଣ ପାଇବେ ନୋବେଲ ପୁରସ୍କାର। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ ଲାଗି ୩ ଜଣଙ୍କୁ ମିଳିବ ସମ୍ମାନଜନକ ନୋବେଲ। ସେମାନେ ହେଲେ ଡାଭିଡ ବକର, ଡେମିସ ହସାବିସ ଓ ଜନ ଏମ.