ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀକ୍ଷେତ୍ରରେ ସ୍ଵତନ୍ତ୍ର ନୀତି December 16, 2024 1:43 pm ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ।